ଆଜି ୪ ଘଣ୍ଟା ପୁରୀ ଶ୍ରୀମନ୍ଦିରରେ ଜଗନ୍ନାଥ ଦର୍ଶନ ବନ୍ଦ

ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ୪ ଘଣ୍ଟା ପାଇଁ ବନ୍ଦ ରହିବ ଜଗନ୍ନାଥ ଦର୍ଶନ। ବାନକଲାଗି ନୀତି ପାଇଁ ଅପରାହ୍ନ ୫ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ। ମାସେ ପରେ ହେଉଛି ମହାପ୍ରଭୁଙ୍କ ବନକଲାଗି ନୀତି।
Join our subscribers list to get the latest news, updates and special offers directly in your inbox
ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ୪ ଘଣ୍ଟା ପାଇଁ ବନ୍ଦ ରହିବ ଜଗନ୍ନାଥ ଦର୍ଶନ। ବାନକଲାଗି ନୀତି ପାଇଁ ଅପରାହ୍ନ ୫ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ। ମାସେ ପରେ ହେଉଛି ମହାପ୍ରଭୁଙ୍କ ବନକଲାଗି ନୀତି।
fingerprint news b... Jan 23, 2025 36
fingerprint news b... Aug 20, 2025 20
fingerprint news b... Aug 20, 2025 19
fingerprint news b... Aug 20, 2025 19
fingerprint news b... Aug 20, 2025 13