ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ

Jun 7, 2023 - 18:08
 8
ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ

ଭୁବନେଶ୍ୱର : ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ । କାଲି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ରେଜଲ୍ଟ ।ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ର ଏନେଇ ସୂଚନା ଦେଇଛନ୍ତି । ମେ’ ୩୧ ରେ ଯୁକ୍ତ ଦୁଇ ବି‌ଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇଥିଲା ।