ବାଲେଶ୍ୱର ଟ୍ରେନ୍ ଦୁର୍ଘଟଣାରେ ଜେଲ ଗଲେ ୩ ଅଭିଯୁକ୍ତ

Jul 14, 2023 - 17:22
Aug 24, 2023 - 14:54
 6
ବାଲେଶ୍ୱର ଟ୍ରେନ୍ ଦୁର୍ଘଟଣାରେ ଜେଲ ଗଲେ ୩ ଅଭିଯୁକ୍ତ

ଭୁବନେଶ୍ୱର : ବାଲେଶ୍ୱର ବାହାନଗା ଟ୍ରେନ ଦୁର୍ଘଟଣା ମାମଲାରେ ତିନି ଅଭିଯୁକ୍ତଙ୍କ ରିମାଣ୍ଡ ସରିବା ପରେ ୩ ଜଣଙ୍କୁ କୋର୍ଟରେ ହାଜର କରିଛି ସିବିଆଇ । ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ଯାଇଛନ୍ତି ଗିରଫ ତିନି ଅଭିଯୁକ୍ତ । ସେମାନେ ହେଲେ ସିନିଅର ସେକ୍ସନ ଇଂଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ ଇଂଜିନିୟର ମହମ୍ମଦ ଅମିର ଖାନ୍ ଏବଂ ଟେକ୍ନିସିଆନ ପପୁ କୁମାର ।