‘ମୋ-ଘର’ ଯୋଜନା ପାଇଁ ଆଜିିଠୁ ଆବେଦନ ପ୍ରକ୍ରିୟା ଆରମ୍ଭ

Jun 16, 2023 - 19:38
 48
‘ମୋ-ଘର’ ଯୋଜନା ପାଇଁ ଆଜିିଠୁ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର : ଓଡିଶା ସରକାରଙ୍କ ମୋ-ଘର ଯୋଜନାରେ ସହାୟତା ପାଇଁ ଆଜିଠାରୁ ଆରମ୍ଭ ହେବ ଆବେଦନ । ପଞ୍ଚାୟତ ବ୍ଲକ ଓ ମୋ- ସେବା କେନ୍ଦ୍ରରେ ହିତାଧିକାରୀ ଆବେଦନ କରିପାରିବେ । ଯେଉଁମାନେ ଆବେଦନ କରିିବେ ସେମାନଙ୍କ ମଧ୍ୟରୁ ଯୋଗ୍ୟ ହିତାଧିକାରୀ ଚୟନ କରାଯିବ । ମୋ ଘର ଯୋଜନାରେ ଆବେଦନ ପାଇଁ ଏକ ନିର୍ଦ୍ଦିଷ୍ଟ ୱେବସାଇଟ୍ ରହିଛି ।