ସୃଷ୍ଟି ହେଲା ଲଘୁଚାପ
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଦୃଷ୍ଟି ହେଲା ଲଘୁଚାପ। ଆଗାମୀ ଦୁଇ ଦିନ ଧରି ଉତ୍ତର ଓଡ଼ିଶା ଦେଇ ଗତି କରିବା ସମ୍ଭାବନା ରହିଛି। ତେବେ ରାଜ୍ୟରେ ତିନି ଦିନ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।