ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ

Oct 16, 2023 - 04:26
 45
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ୭୮ ବର୍ଷରେ ପଦାର୍ପଣ କଲେ ମୁଖ୍ୟମନ୍ତ୍ରୀ। ଚଳିତ ବର୍ଷ ଜନ୍ମଦିନ ପାଳିବେନି ମୂଖ୍ୟମନ୍ତ୍ରୀ। ଗତ ମାସରେ ବଡ଼ ଭଉଣୀ ଗୀତା ମେହେଟାଙ୍କ ବିୟୋଗ ହେଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ଜନ୍ମଦିନ ପାଳନ କରିବେ ନହିଁ। ତେଣୁ ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ସେ ଶୁଭେଚ୍ଛୁ ମାନଙ୍କୁ ଅନୁରୋଧ କରିଛନ୍ତି।