ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ

Oct 3, 2023 - 09:52
 43
ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପାଟଖଣ୍ଡା ସାହିରେ ଥିବା ଏକ ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ବିସ୍କୁଟ ଓ ଚକୋଲେଟ୍ ଜଳିଯାଇଛି। ଇଲେକ୍ଟ୍ରିକ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ଜଣାପଡ଼ିଛି।