ହୀରାକୁଦ ଡ୍ୟାମର ୨୦ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ

Jul 29, 2024 - 13:24
 16

ସମ୍ବଲପୁର: ସମ୍ବଲପୁର ଜିଲ୍ଲାରେ ଥିବା ହୀରାକୁଦ ଡ୍ୟାମର ୨୦ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ବର୍ତ୍ତମାନ ହୀରାକୁଦ ଡ୍ୟାମ୍‌ର ଜଳ ପତ୍ତନ ୬୧୮ ଫୁଟ ରହିଛି। ପ୍ରବେଶ କରୁଛି ୨,୫୭,୦୫୫ କ୍ୟୁସେକ ଜଳ ଓ ନିଷ୍କାସିତ ହେଉଛି ୩,୪୭,୬୨୮ କ୍ୟୁସେକ୍‌ ଜଳ।