କଟକ ସହରରେ ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କଲେ ହାଇକୋର୍ଟ

Sep 26, 2024 - 22:16
 6

କଟକ: କଟକ ସହରରେ ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କଲେ ଓଡ଼ିଶା ହାଇକୋର୍ଟ। ରାସ୍ତା ଉପରୁ କେବୁଲ ଓ ତାର ହଟାଇବା ପାଇଁ ନିର୍ଦ୍ଦେଶ ଦେଲେ କୋର୍ଟ। କଟକ ସହରର ରାସ୍ତାଘାଟ ଅବସ୍ଥାକୁ ନେଇ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଅକ୍ଟୋବର ୫ ତାରିଖ ସୁଦ୍ଧା ରାସ୍ତା ମରାମତି ସାରିବାକୁ ପୂର୍ତ୍ତ ସଚିବ କୋର୍ଟଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।