କଟକରେ ପରିବା ବ୍ୟବସାୟୀଙ୍କୁ ଧକ୍କା ଦେଲା ମୋ ବସ୍‌

Feb 7, 2025 - 15:17
 22
କଟକରେ ପରିବା ବ୍ୟବସାୟୀଙ୍କୁ ଧକ୍କା ଦେଲା ମୋ ବସ୍‌

କଟକ: କଟକ ଖାନନଗର ମଲାଚଣ୍ଡିଆ ଟ୍ରାଫିକ୍‌ ଛକରେ ଜଣେ ପରିବା ବ୍ୟବସାୟୀଙ୍କୁ ଧକ୍କା ଦେଲା ମୋ ବସ୍‌। ଦୁର୍ଘଟଣାରେ ପରିବା ବ୍ୟବସାୟୀ ଆହତ ହେବା ପରେ ତାଙ୍କୁ ଡାକ୍ତରଖାନାକୁ ନେଲେ ସ୍ଥାନୀୟ ଲୋକେ। ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇବାରୁ ପୋଲିସ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରି ତଦନ୍ତ ଆରମ୍ଭ କରିଛି।