ବରିଷ୍ଠ ପୋଲିସ୍ ଅଧିକାରୀଙ୍କ ସହ ହୋଲି ପାଳିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ

Mar 15, 2025 - 21:56
 55
ବରିଷ୍ଠ ପୋଲିସ୍ ଅଧିକାରୀଙ୍କ ସହ ହୋଲି ପାଳିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବରିଷ୍ଠ ପୋଲିସ୍ ଅଧିକାରୀଙ୍କ ସହ ହୋଲି ପାଳିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୋଲିସ ଡିଜି ୱାଇବି ଖୁରାନିଆ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଖେଳିଛନ୍ତି ମୂଖ୍ୟମନ୍ତ୍ରୀ । ରଙ୍ଗ ଲଗାଇବା ସହ ମିଠା ଖୁଆଇ ଉତ୍ସବ ପାଳିଥିବା ଦେଖିବାକୁ ମିଳିଛି।