ପୁରୀ ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

Nov 13, 2023 - 15:15
 6
ପୁରୀ ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ପୁରୀ: ପୁରୀ ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ହୋଇଛି ସ୍ବତନ୍ତ୍ର ବ୍ୟବସ୍ଥା। ଉତ୍ତର ଦ୍ଵାର ଦେଇ ଦିବ୍ୟାଙ୍ଗ ମାନେ କରିବେ ଦର୍ଶନ। ପ୍ରତିଦିନ ସ୍ବତନ୍ତ୍ର ଭାବେ କରିପାରିବେ ଦର୍ଶନ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି।