ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

Nov 29, 2023 - 11:58
 8

ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ବନ୍ଦ ରହିବ ଦର୍ଶନ। ଅପରାହ୍ନ ୫ଟାରୁ ରାତି ୯ଟା ଯାଏଁ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି