ଆସୁଛି ଆଉ ଏକ ଲଘୁଚାପ
ଭୁବନେଶ୍ୱର: ବଙ୍ଗୋପସାଗର ସୃଷ୍ଟି ହୋଇଆରେ ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ଅଗଷ୍ଟ ୬ ତାରିଖରୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବା ସମ୍ଭାବନା ରହିଛି। ଆସନ୍ତା ୭ ଓ ୮ ତାରିଖରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଆଶଙ୍କା ରହିଛି। ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।