ଟ୍ରାକ୍ଟର ଓଲଟି ୩୦ ଜଣ ଆହତ

Mar 9, 2024 - 23:06
 7

ଫୁଲବାଣୀ: କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବେଲଘରରେ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଟ୍ରାକ୍ଟର। ଦୁର୍ଘଟଣାରେ ୩୦ ଆହତଙ୍କ ମଧ୍ୟରୁ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ ମହିଳା ଓ ଛୋଟ ପିଲା ଅଛନ୍ତି। ସମସ୍ତ ଆହତଙ୍କୁ ତୁମୁଡ଼ିବନ୍ଧ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।