ଢେଙ୍କାନାଳରେ ଜଳିଗଲା ବସ୍
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଦେଇ ଯାଉଥିବା ଜାତୀୟ ରାଜପଥ ୫୫ ଆନନ୍ଦନଗର ନିକଟରେ ଜଳିଗଲା ବସ୍। ବସ୍ ରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡ଼ିଛି। ବସ୍ଟି ଅନୁଗୁଳରୁ ଭୁବନେଶ୍ବର ଆସୁଥିବା ବେଳେ ଅଘଟଣ ଘଟିଛି। ଦମକଳ ବାହିନୀ ଦ୍ବାରା ନିଆଁ ଆୟତ୍ତ ହୋଇଛି।