ଭୁବନେଶ୍ୱରରୁ ଜଣେ ଯୁବକଙ୍କୁ ଉଠାଇ ନେଲା ଦିଲ୍ଲୀ ପୋଲିସ୍
ଭୁବନେଶ୍ୱର: ଭୁବନେଶ୍ୱର ଲକ୍ଷ୍ମୀସାଗର ଅଞ୍ଚଳରେ ଥିବା ଏକ ଫ୍ଲାଟ୍ ରୁ ଜଣେ ଯୁବକଙ୍କୁ ଉଠାଇ ନେଲା ଦିଲ୍ଲୀ ପୋଲିସ୍। ସାଇବର କ୍ରାଇମ ମାମଲାରେ ଉଠାଇ ନେଇଥିବା ସୂଚନା ମିଳିଛି। ଦିଲ୍ଲୀ ପୋଲିସ୍ ସହ ଲକ୍ଷ୍ମୀସାଗର ପୋଲିସ୍ ପକ୍ଷରୁ ତଦନ୍ତ ଜାରି ରହିଛି।