ବାଲେଶ୍ଵରରେ ୩୦ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ
ଜଳେଶ୍ଵର: ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ସହରରୁ ୩୦୦ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି ପୋଲସ୍। ଏହି ଘଟଣାରେ ଜଣେ ବ୍ୟକ୍ତି ଗିରଫ ହୋଇଥିବା ସୂଚନା ମିଳିଛି। ଜବତ ବ୍ରାଉନ ସୁଗାରର ମୂଲ୍ୟ ୩୦ ଲକ୍ଷ ଟଙ୍କା ।
fingerprint news b... Feb 21, 2025 12
fingerprint news b... Nov 20, 2024 22
fingerprint news b... Oct 5, 2024 26
fingerprint news b... Mar 13, 2025 14
fingerprint news b... Jan 10, 2025 20
Join our subscribers list to get the latest news, updates and special offers directly in your inbox
ଜଳେଶ୍ଵର: ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ସହରରୁ ୩୦୦ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି ପୋଲସ୍। ଏହି ଘଟଣାରେ ଜଣେ ବ୍ୟକ୍ତି ଗିରଫ ହୋଇଥିବା ସୂଚନା ମିଳିଛି। ଜବତ ବ୍ରାଉନ ସୁଗାରର ମୂଲ୍ୟ ୩୦ ଲକ୍ଷ ଟଙ୍କା ।
fingerprint news b... Jun 14, 2024 36
fingerprint news b... Dec 23, 2023 32