କଟକ SCBରେ ୨ ରୋଗୀଙ୍କୁ ଦୁଷ୍କର୍ମ ଅଭିଯୋଗ

Aug 13, 2024 - 19:47
 27

କଟକ: କଟକ SCBରେ ୨ ରୋଗୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି । କାର୍ଡିଓଲୋଜି ବିଭାଗର ଜଣେ ଡାକ୍ତର ଦୁଷ୍କର୍ମ କରିଥିବା ଅଭିଯୋଗ । ଇସିଜି ବାହାନାରେ ଦୁଷ୍କର୍ମ କରିଥିବା ଅଭିଯୋଗ। ଡାକ୍ତରଙ୍କ ନାଁରେ ମଙ୍ଗଳାବାଗ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ପୀଡ଼ିତାଙ୍କ ସମ୍ପର୍କୀୟ ଆକ୍ରମଣ କରିବାରୁ ସଂପୃକ୍ତ ଡାକ୍ତର ମଧ୍ୟ ଗୁରୁତର ହୋଇଛନ୍ତି । ସେ SCB ମେଡିକାଲ ICU ରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି।