ଆଜିଠୁ ଯୁକ୍ତ ୨ ପରୀକ୍ଷା

Feb 16, 2024 - 22:40
 8

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି +୨ ପରୀକ୍ଷା। ସକାଳ ୧୦ଟା ରେ ଆରମ୍ଭ ହେବ ପରୀକ୍ଷା। ପରୀକ୍ଷା ଦେଉଛନ୍ତି ୩ ଲକ୍ଷ ୮୬ ହଜାର ୨୫୦ ପରୀକ୍ଷାର୍ଥୀ। ୧୧୬୦ ପରୀକ୍ଷା କେନ୍ଦ୍ର ସହ ୨୦୨ଟି ପରୀକ୍ଷା ନିୟନ୍ତ୍ରଣ ହବ୍‌। ମାର୍ଚ୍ଚ ୨୦ ତାରିଖ ଯାଏଁ ଚାଲିବ ପରୀକ୍ଷା। ଆଜି ପ୍ରଥମ ଦିନରେ ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀଙ୍କ ମାତୃଭାଷା ପରୀକ୍ଷା ରହିଛି।