ମେ ୨୬ରେ ମାଟ୍ରିକ ପରୀକ୍ଷା ଫଳ
ଭୁବନେଶ୍ୱର: ମେ ୨୬ ତାରିଖରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବ। ୧୧ଟା ୩୦ ସୁଦ୍ଧା ୱେବସାଇଟ୍ରେ ରେଜଲ୍ଟ ଉପଲବ୍ଧ ହେବ। ଇଣ୍ଟରନେଟ୍ ସୁବିଧା ନ ଥିଲେ ଏସ୍ଏମ୍ଏସ୍ରେ ରେଜଲ୍ଟ। ଅପରାହ୍ନ ୪ଟା ସୁଦ୍ଧା ଡିଜିଟାଲ ସାର୍ଟିଫିକେଟ୍ ଡାଉନଲୋଡ୍ କରିହେବ।