ପ୍ରକାଶ ପାଇଲା ଓଜେଇ ପରୀକ୍ଷା ଫଳ

Jun 3, 2024 - 23:06
 14

ଭୁବନେଶ୍ୱର: ପ୍ରକାଶ ପାଇଲା ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା (ଓଜେଇ) ପରୀକ୍ଷା ଫଳ। ବି.ଫାର୍ମାରେ ସାଗରିକା ଦାଶ ଟପ୍ପର ହୋଇଥିବା ଜଣାପଡ଼ିଛି। ଏଲ୍ଇ. ଟେକ୍ (ଡିପ୍ଲୋମା)ରେ ବିଲଟୁ ମଣ୍ଡଳ ଟପ୍ପର ହୋଇଛନ୍ତି। ଏମ୍‌ବିଏରେ ସୂର୍ଯ୍ୟକାନ୍ତ ପୃଷ୍ଟି, ଏମ୍‌. ଫାର୍ମାରେ ପଦ୍ମାଳୟା ମିଶ୍ର ଟପ୍ପର ହୋଇଥିବା ସୂଚନା। ସେହିପରି MCA/M.SC କମ୍ପୁଟର ସାଇନ୍ସରେ ବ୍ରହ୍ମାନନ୍ଦ ମହାରଣା ଟପ୍ପର ହୋଇଥିବା ବେଳେ MCA/M.SC (କମ୍ପୁଟର ସାଇନ୍ସ)ରେ ବ୍ରହ୍ମାନନ୍ଦ ମହାରଣା ଟପ୍ପର ହୋଇଛନ୍ତି।