ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମୀକ୍ଷା କଲେ ଗଜପତି ମହାରାଜ

Nov 3, 2023 - 09:12
 9
ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମୀକ୍ଷା କଲେ ଗଜପତି ମହାରାଜ

ପୁରୀ: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମୀକ୍ଷା କଲେ ଗଜପତି ମହାରାଜ ଦିବ୍ୟସିଂହ ଦେବ। ଜଗନ୍ନାଥ ବଲ୍ଲଭ ଉନ୍ନୟନ କାର୍ଯ୍ୟର ମଧ୍ୟ ସମୀକ୍ଷା କଲେ ଗଜପତି ମହାରାଜ। ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପୂର୍ବରୁ ସମୀକ୍ଷା କରଯାଇଛି। ଜାନୁଆରୀ ୧୭ରେ ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ। ଗଜପତି ମହାରାଜ ଦେଇଥିବା ସୂଚନା ଅନୁଯାୟୀ, ଡିସେମ୍ବର ସୁଦ୍ଧା ସରିବ ଶ୍ରୀସେତୁ, ଜଗନ୍ନାଥ ବଲ୍ଲଭ ଓ ତୀର୍ଥଯାତ୍ରୀ କେନ୍ଦ୍ରର କାମ। ଶ୍ରୀମନ୍ଦିରରୁ ଗୁଣ୍ଡିଚା ମନ୍ଦିର ଯାଏଁ ବଡ଼ଦାଣ୍ଡର ହେବ ସମ୍ପ୍ରସାରଣ।