ଢେଙ୍କାନାଳରେ ଦନ୍ତାହାତୀର ମୃତଦେହ ଉଦ୍ଧାର

Nov 8, 2023 - 12:39
 12

ହିନ୍ଦୋଳ: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ତହସିଲ ଅନ୍ତର୍ଗତ ନୁଆବଗ ନିକଟରୁ ଏକ ଦନ୍ତହାତୀର ମୃତଦେହ ଉଦ୍ଧାର କରାଯାଇଛି। ବିଦ୍ୟୁତ୍ ଆଘାତରେ ହାତୀର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଖବର ପାଇ ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।