ପୁରୀରେ ହବିଷ୍ୟାଳିଙ୍କ ମୃତ୍ୟୁ

Nov 24, 2023 - 17:10
 10

ପୁରୀ: ପୁରୀ ମେଡିକାଲ୍ ରେ ଜଣେ ହବିଷ୍ୟାଳିଙ୍କ ମୃତ୍ୟୁ ହୋଇଛି। ଆଜି ଭୋର୍ ରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଅସୁସ୍ଥ ହୋଇ ପଡ଼ିଥିଲେ। ଅସୁସ୍ଥ ହେବା ପରେ ତାଙ୍କୁ ମେଡିକାଲ୍ ନିଆଯାଇଥିଲା। ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ ନୟାଗଡ଼ ଜିଲ୍ଲାର ହୋଇଥିବା ସୂଚନା ମିଳିଛି।