ଆଜି ୫ ଘଣ୍ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ

Dec 4, 2023 - 14:03
 138

ପୁରୀ: ଆଜି ୫ ଘଣ୍ଟା ପାଇଁ ବନ୍ଦ ରହିବ ପୁରୀ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ। ପଇତାଲାଗି ନୀତି ପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ଦର୍ଶନ। ଶ୍ରୀଜୀଉଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ କରାଯିବ ପଇତାଲାଗି ନୀତି।