ରାସ୍ତା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର

Dec 10, 2023 - 15:57
 45

ଆସିକା: ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ପ୍ରତାପୁର - ହରିପୁର ରାସ୍ତା କଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ତାଙ୍କୁ କେହି ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ କରାଯାଉଛି। ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ମୃତଦେହ ଜବତ କରିଛି ପୋଲିସ୍।