ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

Dec 26, 2023 - 13:14
 9

ଭୁବନେଶ୍ୱର: ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ କୁ ବୃଦ୍ଧି ପାଇଛି। ସପ୍ତାହକ ମଧ୍ୟରେ ରାଜ୍ୟରେ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ ୪ ହଜାର ଟପିଲା କରୋନା ସଂକ୍ରମଣ।