ଆନ୍ଦୋଳନକୁ ଓହ୍ଲାଇଲା ଡ୍ରାଇଭର ମହାସଂଘ

Jan 4, 2024 - 18:39
 56

ଭୁବନେଶ୍ୱର: ଆଜିଠୁ ଡ୍ରାଇଭର ସଂଘର ସମଗ୍ର ଭାରତରେ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ। ଏଥିରେ ଓଡ଼ିଶାର ସମସ୍ତ ଡ୍ରାଇଭର ସାମିଲ ହେବେ। ଆଗାମୀ ଦୁଇ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଡ୍ରାଇଭର ଏହି ଆନ୍ଦୋଳନରେ ସାମିଲ ହେବେ।