ଜଙ୍ଗଲରୁ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Jan 10, 2024 - 16:35
 9

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁରେ ଏକ ଜଙ୍ଗଲରୁ ଜଣେ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇ ଗଛରେ ଟାଙ୍ଗିଦେଇଥିବା ଅଭିଯୋଗ ହୋଇଛି। ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି ବଡ଼ଗାଁ ଥାନା ପୋଲିସ୍।