ଅମିନ ସାୟାନିଙ୍କ ପରଲୋକ
ଭୁବନେଶ୍ୱର: ବିଶିଷ୍ଟ ରେଡିଓ ଉପସ୍ଥାପକ ଅମିନ ସାୟାନିଙ୍କ ପରଲୋକ ହୋଇଛି। ମୁମ୍ବାଇରେ ୯୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ଗତ ରାତିରେ ଅମିନ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ୬୦ ବର୍ଷ ଧରି ରେଡିଓରେ ସଂପୃକ୍ତ ଥିଲେ ଅମିନ ସାୟାନି।