ଆଜି ୩ ଘଣ୍ଟା ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ସାଧାରଣ ଦର୍ଶନ

Feb 21, 2024 - 18:24
 48

ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ୩ ଘଣ୍ଟା ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ସାଧାରଣ ଦର୍ଶନ। ସନ୍ଧ୍ୟା ୬ଟା ରୁ ରାତି ୯ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ। ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବାରୁ ବନ୍ଦ ରହିବ ଦର୍ଶନ।