ଆଜି ୧୨ ଘଣ୍ଟିଆ ମନମୁଣ୍ଡା ବନ୍ଦ

Feb 26, 2024 - 15:33
 14

ବୌଦ୍ଧ: ଆଜି ବୌଦ୍ଧ ଜିଲ୍ଲା ମନମୁଣ୍ଡା ଅଞ୍ଚଳରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ବନ୍ଦ ଡାକରା ଦେଇଛି ମନମୁଣ୍ଡା କ୍ରିୟାନୁଷ୍ଠାନ କମିଟି। ମଣମୁଣ୍ଡାକୁ ଏନ୍ ଏସି ମାନ୍ୟତା ନ ମିଳିବା ପ୍ରତିବାଦରେ ଏହି ବନ୍ଦ ପାଳନ କରାଯାଉଛି। ବନ୍ଦ ଯୋଗୁଁ ଜାତୀୟ ରାଜପଥ ୫୭ ରେ ଗାଡ଼ି ଚଳାଚଳ ବନ୍ଦ ରହିଛି। ବିଭିନ୍ନ ସ୍ଥାନରେ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି।