ଓଡ଼ିଶାର ଅଭୟାରଣ୍ୟରେ ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା
ଭୁବନେଶ୍ୱର: ଓଡ଼ିଶାରେ ଥିବା ଅଭୟାରଣ୍ୟ, ଜାତୀୟ ଉଦ୍ୟାନ ଓ ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳକୁ ପ୍ଲାଷ୍ଟିକ ପ୍ରବେଶ ମନା। ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ଉପରେ ରୋକ୍ ଲଗାଇଲେ ରାଜ୍ୟ ସରକାର। କଟକଣା ଏପ୍ରିଲ ପହିଲାରୁ ଲାଗୁ ହେବାକୁ ନିର୍ଦ୍ଦେଶନାମା ଜାରି କରାଯାଇଛି।