୨୪ ଘଣ୍ଟିଆ କେନ୍ଦୁଝର ବନ୍ଦ

Mar 18, 2024 - 20:58
 8
୨୪ ଘଣ୍ଟିଆ କେନ୍ଦୁଝର ବନ୍ଦ

କେନ୍ଦୁଝର : ଆଜି ୨୪ ଘଣ୍ଟିଆ କେନ୍ଦୁଝର ବନ୍ଦ । ଟ୍ରକ ମାଲିକ ସଂଘ ପକ୍ଷରୁ ବନ୍ଦ ପାଳନ କରାଯାଉଛି। ଶୁଆକାଠିରୁ ଗୁହାଳଡିହି ରେଳ ପ୍ରକଳ୍ପକୁ ବିରୋଧ କରି ବନ୍ଦ ଡାକରା ଦିଆଯାଇଛି। କେନ୍ଦୁଝର ଷ୍ଟେସନରେ ୨ଟି ଟ୍ରେନ୍‌କୁ ଅଟକ ରଖି ପ୍ରତିବାଦ କରାଯାଇଛି। ବନ୍ଦକୁ ୧୫ ସଂଗଠନ ପକ୍ଷରୁ ସମର୍ଥନ ଜଣାଇଛନ୍ତ। ତେବେ ଅତ୍ୟାବଶ୍ୟକ ସେବା ଏଥିରୁ ବାଦ୍ ପଡ଼ିଛି।