ଆଜି ଚୈତ୍ର ମାସର ପ୍ରଥମ ମଙ୍ଗଳବାର

Mar 27, 2024 - 00:03
 11

ଭୁବନେଶ୍ୱର: ଆଜି ଚୈତ୍ର ମାସର ପ୍ରଥମ ମଙ୍ଗଳବାର। ପୁରୀ ଜିଲ୍ଲା କାକଟପୁର ମାଆ ମଙ୍ଗଳାଙ୍କ ପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ରାଜରାଜେଶ୍ୱରୀ ବେଶରେ ଦର୍ଶନ ଦେଉଛନ୍ତି ମାଆ ମଙ୍ଗଳା। ପୀଠରେ ଚାଲିଛି ମାଆଙ୍କର ସ୍ୱତନ୍ତ୍ର ପୂଜାର୍ଚ୍ଚନା ଓ ହୋମ ଯଜ୍ଞ।