ଗ୍ୟାସ୍ ସିଲିଣ୍ଡର୍ ଫାଟି ୧୫ ଆହତ

Apr 8, 2024 - 23:59
 50

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ଆମୁଣ୍ଡିରେ ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ୧୫ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୪ ଗୁରୁତର ହୋଇଥିବା ଜଣାପଡ଼ିଛି। ସମସ୍ତ ଆହତ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବିଭାଗ। ବିସ୍ଫୋରଣରେ ଘର ଜଳିଯାଇଛି।