ଆଜିଠୁ ଭିତରକନିକା ବନ୍ଦ

May 1, 2024 - 23:53
 9
ଆଜିଠୁ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା: ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ବନ୍ଦ ରହିବ କେନ୍ଦ୍ରାପଡ଼ା ଜିଲ୍ଲାରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀର ପ୍ରଜନନ ପାଇଁ ୩ ମାସ ବନ୍ଦ ରହିବ ଭିତରକନିକା। ବନ୍ଦ ନେଇ ରାଜନଗର ବନବିଭାଗ ପକ୍ଷରୁ ସୂଚନା ମିଳିଛି।