ଆଜି ୪ ଘଣ୍ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ

May 6, 2024 - 19:41
 62

ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ। ସନ୍ଧ୍ୟା ୬ଟା ରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ଦର୍ଶନ। ମହାପ୍ରଭୁଙ୍କ ପଇତାଲାଗି ନୀତି ପାଇଁ ବନ୍ଦ ରହିବ ଦର୍ଶନ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ବନ୍ଦ ରହିବ ଦର୍ଶନ। ଦ୍ୱିତୀୟ ଭୋଗ ମଣ୍ଡପ ପୂଜା ପରେ ବନ୍ଦ ହେବ ସର୍ବସାଧାରଣ ଦର୍ଶନ।