ଓଡ଼ିଶାରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
ଭୁବନେଶ୍ୱର: ଓଡ଼ିଶାରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ୬ ଲୋକସଭା ଆସନରେ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି କରାଯାଇଛି। ଜୁନ୍ ୧ ତାରିଖ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ହେବ ମତଦାନ। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁରରେ, କେନ୍ଦ୍ରାପଡା ଓ ଜଗତସିଂହପୁରରେ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ସୂଚନା।