ସୁନ୍ଦରଗଡ଼ରେ ୧୪ ଜଣଙ୍କ ଅସ୍ୱାଭାବିକ ମୃତ୍ୟୁ

May 31, 2024 - 00:24
 10

ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲାରେ ୧୪ ଜଣଙ୍କର ଅସ୍ୱାଭାବିକ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ରାଉରକେଲା ଜେନେରାଲ ହସ୍ପିଟାଲରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ଼ ହସ୍ପିଟାଲରେ ଆଉ ୪ ଜଣ ପ୍ରାଣ ହରାଇଛନ୍ତି। ଅଂଶୁଘାତ ଯୋଗୁଁ ଏପରି ଘଟଣା ଘଟିଥିବା ସନ୍ଦେହ କରାଯାଉଛି।