ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଅଗ୍ନିକାଣ୍ଡ

Jun 1, 2024 - 19:48
 8
ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଅଗ୍ନିକାଣ୍ଡ

ପୁରୀ: ପୁରୀ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଅଗ୍ନିକାଣ୍ଡ ହୋଇଛି। ନାକଚଣା ଦ୍ୱାର ନିକଟ ଅଳିଆ ଗଦାରେ ଅଗ୍ନିକାଣ୍ଡ ହୋଇଥିବା ଜଣାପଡ଼ିଛି। ଭୋର୍ ସମୟରେ କେହି ଦୁର୍ବୃତ୍ତ ନିଆଁ ଲଗାଇଥିବା ସନ୍ଦେହ କରାଯାଉଛି। ଆଗ୍ନିଶମ ବାହିନୀ ଦ୍ୱାରା ନିଆଁକୁ ଆୟତ୍ତ କରାଯାଇଛି।