ଚନ୍ଦନ ଯାତ୍ରା ବେଳେ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କର ମୃତ୍ୟୁ
ପୁରୀ: ପୁରୀରେ ଚନ୍ଦନ ଯାତ୍ରା ସମୟରେ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏହା ସହ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ବର୍ତ୍ତମାନ ୨୧ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ମେ ୨୯ ତାରିଖ ଦିନ ହୋଇଥିଲା ବାଣ ବିସ୍ଫୋରଣ।