ତପ୍ତପାଣି ଘାଟିରେ ଓଲଟିଲା ଟ୍ରକ୍, ଡ୍ରାଇଭର ମୃତ
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟିରେ ଭାରସାମ୍ୟ ହରାଇ ତଳକୁ ଖସିଲା ମାଳବାହି ଟ୍ରକ୍। ଏଥିରେ ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଗଜପତିରୁ ବ୍ରହ୍ମହପୁର ଯାଇଥିଲା ଟ୍ରକ୍। ତପ୍ତପାଣି ଘାଟି ଯକରାପଲି ଗାଁ ନିକଟରେ ଟ୍ରକ୍ ଟି ଭାରସାମ୍ୟ ହରାଇ ତଳକୁ ଖସିପଡ଼ିଥିଲା।