ଚନ୍ଦନ ଯାତ୍ରା ସମୟରେ ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା 13କୁ ବୃଦ୍ଧି
ପୁରୀ: ପୁରୀରେ ଚନ୍ଦନ ଯାତ୍ରା ସମୟରେ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ସଂଖ୍ୟା 13କୁ ବୃଦ୍ଧି ପାଇଛି। ବର୍ତ୍ତମାନ ୧୯ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ମେ ୨୯ ତାରିଖରେ ହୋଇଥିଲା ବିସ୍ଫୋରଣ।