ଶପଥ ଉତ୍ସବ ପାଇଁ ଜନତା ମୈଦାନରେ କଡ଼ା ସୁରକ୍ଷା ବ୍ୟବସ୍ଥା

Jun 8, 2024 - 22:32
 12

ଭୁବନେଶ୍ୱର: ଭୁବନେଶ୍ଵର ଜନତା ମୈଦାନରେ ନୂଆ ମନ୍ତ୍ରିମଣ୍ଡଳର ଶପଥ ଉତ୍ସବ ନେଇ କରାଯାଇଛି କଡ଼ା ସୁରକ୍ଷା ବ୍ୟବସ୍ଥା। ଜଣେ ଡିଆଇଜି ରାଙ୍କର ଅଧିକାରୀ କରିଛନ୍ତି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ । ଖୋର୍ଦ୍ଧା ଜିଲ୍ଲାପାଳ, ଗୁଇନ୍ଦା ନିର୍ଦ୍ଦେଶକ, ପୋଲିସ କମିଶନର, ଭୁବନେଶ୍ଵର DCP ଉପସ୍ଥିତ ଥିଲେ। ଆସନ୍ତା ୧୦ ତାରିଖ ସନ୍ଧ୍ୟାରେ ସରକାର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ।