ଓଡ଼ିଶାର ଡେଙ୍ଗୁ ପ୍ରବଣ ଅଞ୍ଚଳରେ ମ୍ୟାପିଂ ସହ ସର୍ବେକ୍ଷଣ ପାଇଁ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

Jul 9, 2024 - 22:48
 7

ଭୁବନେଶ୍ୱର: ଓଡ଼ିଶାରେ ବିଭିନ୍ନ ଡେଙ୍ଗୁ ପ୍ରବଣ ଅଞ୍ଚଳରେ ମ୍ୟାପିଂ ସହ ସର୍ବେକ୍ଷଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ୫ ବର୍ଷ ହେବ ଡେଙ୍ଗୁ ହଟ୍‌ସ୍ପଟ୍ ଥିବା ସ୍ଥାନରେ ହେବ ସର୍ବେକ୍ଷଣ । ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ଚିଠି ଲେଖିଲେ ସ୍ଵାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ।