ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜାଙ୍କ ପରଲୋକ

Aug 13, 2024 - 19:48
 67
ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜାଙ୍କ ପରଲୋକ

ଭୁବନେଶ୍ୱର: ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ ଘଟିଛି। ଦୀର୍ଘ ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ସାହୁ। ମଧୁମେହ ରୋଗରେ ପୀଡ଼ିତ ହୋଇ ଏକ ଘରୋଇ ଡ଼ାକ୍ତରଖାନାରେ ଭର୍ତ୍ତି ହୋଇଥିଲେ।