ଆଜି ପବିତ୍ର ରକ୍ଷା ବନ୍ଧନ

Aug 19, 2024 - 21:35
 7
ଆଜି ପବିତ୍ର ରକ୍ଷା ବନ୍ଧନ

ଭୁବନେଶ୍ୱର: ଆଜି ପବିତ୍ର ରକ୍ଷା ବନ୍ଧନ। ଭାଇ ହାତରେ ସ୍ନେହର ଡୋରି ବାନ୍ଧିବ ଭଉଣୀ। ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥ ଓ ବଳଭଦ୍ରଙ୍କ ହାତରେ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା। ଆଜି ବଡ଼ ଠାକୁର ବଳଭଦ୍ରଙ୍କ ଜନ୍ମୋତ୍ସବ।