ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

Aug 24, 2024 - 15:05
 8

ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଶ୍ରୀଜିଉଙ୍କ ରାହୁରେଖା ନୀତି ପାଇଁ ଅପରାହ୍ନ ୨ଟା ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ। ପ୍ରଥମ ଭୋଗମଣ୍ଡପ ପରେ ଆରମ୍ଭ ହେବ ସ୍ଵତନ୍ତ୍ର ଗୁପ୍ତ ନୀତି।